www.samajalive.in
Wednesday, December 10, 2025
23.1 C
Bhubaneswar

ଦିଲ୍ଲୀ ବିସ୍ଫୋରଣ : ଲାଲ୍ କାର୍‌କୁ ଖୋଜୁଛି ପୁଲିସ୍

ସମାଜ ଲାଇଭ୍ ଡେସ୍କ : ଦିଲ୍ଲୀ ବିସ୍ଫୋରଣ ଘଟଣାରେ ଲାଲ୍‌ ରଙ୍ଗର କାର୍‌ର ସଂପୃକ୍ତିକୁ ନେଇ ଆସିଲା ବଡ଼ ତଥ୍ୟ । ଏହାପରେ ଏହି ଲାଲ୍‌ ରଙ୍ଗର କାର୍‌କୁ ଖୋଜିବାକୁ ଆରମ୍ଭ କରିଛନ୍ତି ଦିଲ୍ଲି , ଉତ୍ତରପ୍ରଦେଶ ଓ ହରିୟାଣା ପୁଲିସ୍‌ । ଦିଲ୍ଲୀ ଲାଲକିଲ୍ଲା ନିକଟରେ ଆଇ-୨୦ କାର୍‌ରେ ଶକ୍ତିଶାଳୀ ବିସ୍ଫୋରଣ ଘଟଣାରେ ସନ୍ଦିଗ୍ଧର ଆଇ-୨୦ ସହ ଲାଲ୍ ରଙ୍ଗର ଇକୋସ୍ପୋର୍ଟ ଥିବା ସୂଚନା ମିଳିଛି । ଏହି ସୂଚନା ମିଳିବା ପରେ ଦିଲ୍ଳୀ ପୁଲିସ୍‌ର ୫ଟି ଦଳକୁ କାର୍ ଖୋଜିବା ପାଇଁ ଦାୟୀତ୍ଵ ଦିଆଯାଇଛି ।  ଦିଲ୍ଳୀର ସବୁ ​‌ଥାନା ଓ ଫାଣ୍ଡି ପକ୍ଷରୁ କାର୍‌ଟିକୁ ଖେଜା ଚାଲିଛି । ଦିଲ୍ଳୀ ସହ ଉତ୍ତରପ୍ରଦେଶ ଓ ହରିୟାଣା ପୁଲିସ୍‌କୁ ମଧ୍ୟ ହାଇ ଆଲର୍ଟ କରାଯାଇଛି ।

Hot this week

ଭାରତରେ ପ୍ରତିଦିନ ୫୨ଗର୍ଭବତୀ ମହିଳାଙ୍କ ମୃତ୍ୟୁ: ବିଶ୍ୱରେ ପ୍ରତି ୨ମିନିଟରେ ଜଣେ, କାରଣ କ’ଣ?

ସମାଜ ଡିଜିଟାଲ ଡେସ୍କ: ବିଶ୍ୱରେ ୨୦୨୩ ମସିହାରେ, ଗର୍ଭାବସ୍ଥା କିମ୍ବା ପ୍ରସବ...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣା; ଲୁଥ୍ରା ଭ୍ରାତାଙ୍କ ବିରୋଧରେ ବ୍ଲୁ କର୍ଣ୍ଣର ନୋଟିସ

ପାଣାଜୀ: ଗୋଆ ରାଜଧାନୀ ପାଣାଜୀସ୍ଥିତ ଏକ ନାଇଟ୍‌ କ୍ଲବରେ ଗତ ରବିବାର...

ଶରୀରରେ ଭିଟାମିନ୍‌ ବି-୧୨ର ଅଭାବ ହେଉଛି କି? ଏହି ଶାଗ ଖାଆନ୍ତୁ

ସମାଜ ଡିଜିଟାଲ ଡେସ୍କ: ଶରୀରର ବିକାଶ ପାଇଁ ଭିଟାମିନ ଅତ୍ୟନ୍ତ ଜରୁରୀ।...

ବିଦ୍ୟୁତ୍ ଫାଶ ନେଲା ଜୀବନ

ପାଲଲହଡା : ପାଲଲହଡା କଣିହାଁ ବ୍ଲକ ଚିପିରିମା ଗାଁରେ ଅଭାବନୀୟ ଘଟଣା...

ବନ୍ଦ ଘରେ ଝୁଲନ୍ତା ମୃତଦେହ

ବଲାଙ୍ଗୀର: ବଲାଙ୍ଗୀର ଲୋୟର ସୁକତେଲ ଡ୍ୟାମ୍‌ କଲୋନୀ ବନ୍ଦ ଘରୁ ଝୁଲନ୍ତା...

Related Articles

Popular Categories