ବନ କର୍ମଚାରୀଙ୍କୁ ଭାଲୁ ଆକ୍ରମଣ, ୪ ଗୁରୁତର

ନୂଆପଡ଼ା: ପାଟ୍ରୋଲିଂ ବେଳେ ବନ କର୍ମଚାରୀଙ୍କୁ ଭାଲୁ ଆକ୍ରମଣ କରିଥିବା ସୂଚନା ମିଳିଛି। ଭାଲୁ ଆକ୍ରମଣରେ ୪ କର୍ମଚାରୀ ଗୁରୁତର ହୋଇଛନ୍ତି। ଗୁରୁତର ହୋଇଥିବା ୪ ବନ କର୍ମଚାରୀଙ୍କୁ ଚିକିତ୍ସା ପାଇଁ ନୂଆପଡ଼ା ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। କୋମନା ରେଞ୍ଜ ବିଜାଖମନ ଜଙ୍ଗଲରେ ପାଟ୍ରୋଲିଂ କରୁଥିବା ସମୟରେ ଏକ ଭାଲୁ ସେମାନଙ୍କୁ ଆକ୍ରମଣ କରିଥିବା ଜଣାପଡ଼ିଛି।

Comments are closed.