www.samajalive.in
Wednesday, December 10, 2025
23.1 C
Bhubaneswar

ମାଟିରେ ମିଶିଲା ଚିନ୍ମୟ ହତ୍ୟାକାରୀର ଦୋକାନ

ସମାଜ ଲାଇଭ ଡେସ୍କ : ରାଜଧାନୀର ବହ ଚର୍ଚ୍ଚିତ ଚିନ୍ମୟ ହତ୍ୟାକାଣ୍ଡରେ କମିଶନରେଟ ପୁଲିସ୍‌ର ବଡ଼ କାର୍ଯ୍ୟାନୁଷ୍ଠାନ । ମୁଖ୍ୟ ଅଭିଯୁକ୍ତର ବ୍ୟବସାୟିକ ପ୍ରତିଷ୍ଠାନରେ ବୁଲିଛି ବୁଲ୍ଡୋଜର । ଗତ ଏପ୍ରିଲ୍‌ରେ ଏୟାରଫିଲ୍ଡ ଥାନା ଅଞ୍ଚଳରେ ହୋଇଥିବା ଚିନ୍ମୟ ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ଟୁଲୁ ମହାନ୍ତିର ଦୋକାନରେ ବୁଲ୍ଡୋଜର ଚଢ଼ାଇଛି ପୁଲିସ୍ । ଟୁଲୁ ବହୁଦିନ ଧରି ସରକାରୀ ଜମିରେ ଦୋକାନ କରି ନିଜର ପତିଆରା ଜାହିର କରି ଆସୁଥିଲା । ଆଜି କମିଶନରେଟ ପୁଲିସ୍ ଉକ୍ତ ଦୋକାନକୁ ବୁଲ୍ଡୋଜର ରେ ଭାଙ୍ଗି ମାଟିରେ ମିଶାଇଛି । ମାମଲାରେ ମୋଟ ୬ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି  ଏବଂ ଏବେବି ଏକାଧିକ ଅଭିଯୁକ୍ତ ଫେରାର ଅଛନ୍ତି ।

Hot this week

ବିଦ୍ୟୁତ୍ ଫାଶ ନେଲା ଜୀବନ

ପାଲଲହଡା : ପାଲଲହଡା କଣିହାଁ ବ୍ଲକ ଚିପିରିମା ଗାଁରେ ଅଭାବନୀୟ ଘଟଣା...

ବନ୍ଦ ଘରେ ଝୁଲନ୍ତା ମୃତଦେହ

ବଲାଙ୍ଗୀର: ବଲାଙ୍ଗୀର ଲୋୟର ସୁକତେଲ ଡ୍ୟାମ୍‌ କଲୋନୀ ବନ୍ଦ ଘରୁ ଝୁଲନ୍ତା...

ଜାନୁଆରୀ ୧ରୁ ୩ଟି ରାଶିରେ ହେବ ଧନ ବର୍ଷା: ନୂଆବର୍ଷ ମଙ୍ଗଳାଦିତ୍ୟ ରାଜଯୋଗରୁ ଆରମ୍ଭ ହେବ

ସମାଜ ଡିଜିଟାଲ ଡେସ୍କ: ୨୦୨୬ ବର୍ଷ ଏକ ଅତ୍ୟନ୍ତ ଶୁଭ ରାଜଯୋଗ...

ମୋଷ୍ଟ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ଶାହରୁଖ୍‌

ନୂଆଦିଲ୍ଲୀ: ବଲିଉଡ୍ ର ବାଦଶାହା କହିଲେ ତାଙ୍କୁ ସମସ୍ତେ ଜାଣନ୍ତି। ତାଙ୍କ...

ଯୁକ୍ତଦୁଇ ନାମଲେଖାରୁ ବଞ୍ଚିତ ପିଲାଙ୍କୁ ସୁଯୋଗ ପ୍ରଦାନ : ଆଜିଠୁ ୧୪ ଯାଏ ଆବେଦନ

ଭୁବନେଶ୍ବର: ବିଦ୍ୟାଳୟ ବାହାରେ ଥିବା ପିଲାଙ୍କୁ ଶିକ୍ଷା ବ୍ୟବସ୍ଥାର ସାମିଲ ଉଦ୍ୟମ...

Related Articles

Popular Categories