ଢେଙ୍କାନାଳ : ଢେଙ୍କାନାଳ ଜିଲା ପରଜଙ୍ଗ ତହସିଲ ତଳ ଗେଙ୍ଗୁଟିଆ ଗାଁର ଭୋଇ ସାହିରେ ବୁଧବାର ସନ୍ଧ୍ୟା ସମୟରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୧୦ଟି ପରିବାରର ସମସ୍ତ ଆସବାବପତ୍ର ପୋଡ଼ି ପାଉଁଶ ହୋଇଯାଇଛି। ସୂଚନା ଅନୁଯାୟୀ, ପ୍ରାୟ ୧୫ ବଖରା ଏହି ଅଗ୍ନିକାଣ୍ଡରେ ପୋଡ଼ି ଯାଇଥିବା ବେଳେ ଲକ୍ଷ ଲକ୍ଷ ଟଙ୍କାର ସମ୍ପତ୍ତି ଭସ୍ମୀଭୂତ ହୋଇଯାଇଛି। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି।
Popular Categories



