www.samajalive.in
Monday, December 15, 2025
14.1 C
Bhubaneswar

ଆଜି ୫ଘଣ୍ଟା ବନ୍ଦରହିବ ଶ୍ରୀଜୀଉଙ୍କ ଦର୍ଶନ

ପୁରୀ: ଶ୍ରୀରାମ ଜନ୍ମନୀତି ପାଳନ ପାଇଁ ରବିବାର ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ଦର୍ଶନ ପ୍ରାୟ ୫ଘଣ୍ଟା ବନ୍ଦ ରହିବ । ମଧ୍ୟାହ୍ନଧୂପ ପରେ ଅପରାହ୍ଣ ୩ଟାରୁ ରାତି ୮ଟା ପର୍ୟ୍ୟନ୍ତ ସର୍ବସାଧାରଣ ଭକ୍ତ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ ନାହିଁ । ରାମଜନ୍ମ ନୀତି ଶେଷହେବା ପରେ ଦର୍ଶନ ଆରମ୍ଭ ହେବବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କୁହାଯାଇଛି ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories