www.samajalive.in
Monday, December 15, 2025
15.1 C
Bhubaneswar

ଇନ୍ଦ୍ରାଣୀ ଓ ପିଟର ମୁଖାର୍ଜୀଙ୍କ ସହ କାର୍ତ୍ତିଙ୍କୁ ମୁହାଁମୁହିଁ ଜେରା

ନୂଆଦିଲ୍ଲୀ: ଆଇଏନଏକ୍ସ ମିଡିଆ ଲାଞ୍ଚ ମାମଲାରେ ଗିରଫ ହୋଇଥିବା ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦମ୍ବରମଙ୍କ ପୁଅ କାର୍ତ୍ତି ଚିଦାମ୍ବରମଙ୍କୁ ଆଜି ସିବିଆଇ ମୁମ୍ବଇ ନେଇଛି। ଗତ ୩ ଦିନ ହେଲା ଜେରା ପରେ କାର୍ତ୍ତିଙ୍କୁ ମୁମ୍ବଇର ଭାୟକୁଲା ଜେଲକୁ ନିଆଯାଇଛି। ଆଇଏନଏକ୍ସ ମିଡିଆର ସତ୍ତ୍ୱାଧିକାରୀ ଇନ୍ଦ୍ରାଣୀ ମୁଖାର୍ଜୀ ଓ ପିଟର ମୁଖାର୍ଜୀ ଏବେ ସେମାନଙ୍କ ଝିଅ ସୀନା ବୋରା ହତ୍ୟା ମାମଲାରେ ଉକ୍ତ ଜେଲରେ ବନ୍ଦୀ ଜୀବନ କାଟୁଛନ୍ତି। ସିବିଆଇ ସେଠାରେ ଇନ୍ଦ୍ରାଣୀ ଓ ପିଟର ମୁଖାର୍ଜୀଙ୍କ ସହ କାର୍ତ୍ତିଙ୍କୁ ମୁହାଁମୁହିଁ ଜେରା କରିଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories