www.samajalive.in
Saturday, December 13, 2025
15.1 C
Bhubaneswar

ଏମ୍ସରେ ନୀତୀଶ

ପାଟ୍‍ନା: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଅଖିଳ ଭାରତ ଆୟୁର୍ବିଜ୍ଞାନ ସଂସ୍ଥାନ(ଏମ୍ସ)ରେ ଭର୍ତ୍ତି ହୋଇଛନ୍ତି। ନିୟମିତ ସ୍ୱାସ୍ଥ୍ୟ ପରୀକ୍ଷା ପାଇଁ ସେ ଏମ୍ସରେ ଆଡ୍‍ମିଟ୍‍ ହୋଇଥିବା ନୀତୀଶଙ୍କ ନିକଟତମ ମହଲ ପକ୍ଷରୁ ସୂଚନା ଦିଆଯାଇଛି। ମଙ୍ଗଳବାର ସକାଳ ୮.୩୦ରେ ଏମ୍ସର ପ୍ରାଇଭେଟ୍‍ ୱାର୍ଡରେ ନୀତିଶ ଆଡ୍‍ମିଶନ୍‍ ହୋଇଛନ୍ତି। ଆଖି ଓ ଆଣ୍ଠୁ ଯନ୍ତ୍ରଣାର ଉପଶମ ପାଇଁ ସେ ଏମ୍ସ ଯାଇଥିବା ଅନ୍ୟ ଏକ ସୂତ୍ରରୁ ଜଣାପଡ଼ିଛି। ଏଥିସହିତ ସେ ଜ୍ୱରରେ ମଧ୍ୟ ପୀଡ଼ିତ ଥିବା କୁହାଯାଉଛି।

Hot this week

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

Related Articles

Popular Categories