www.samajalive.in
Sunday, December 14, 2025
26.1 C
Bhubaneswar

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ ପ୍ରଧାନ  ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ। ପ୍ରଧାନ ବିଚାରପତି ଭାବେ ଦାୟିତ୍ବ ନେବା ପରେ ପ୍ରଥମ ଥର ପାଇଁ ଓଡ଼ିଶା ଗସ୍ତରେ ଆସିଛନ୍ତି ।

କଟକ ଶହୀଦ ଭବନରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ । ଓଡ଼ିଶା ଉଚ୍ଚ ନ୍ୟାୟଳୟ ବାର୍ ଆସୋସିଏସନ ଆଲୋଚନା ଚକ୍ରରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ୫୦ ବର୍ଷରୁ ଅଧିକ ବର୍ଷ ଧରି ଓକିଲାତି କରୁଥିବା ଆଇନଜୀବୀ ମାନଙ୍କୁ ସମ୍ବୋଧିତ କରିବେ ପ୍ରଧାନ  ବିଚାରପତି ।

- Advertisement -

ଗତକାଲି ସେ ଭୁବନେଶ୍ବରରେ ପହଞ୍ଚିଥିଲେ। ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବା ପରେ ବାର ଆସୋସିଏସନ୍ ପକ୍ଷରୁ ସ୍ବାଗତ କରାଯିବା ସହ କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ତାଙ୍କୁ ଅଣାଯାଇଥିଲା ।

Hot this week

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

Related Articles

Popular Categories