www.samajalive.in
Monday, December 15, 2025
26.1 C
Bhubaneswar

କାଲିଠୁ ମାଟ୍ରିକ୍ ଫର୍ମ ପୂରଣ

ସମାଜ ଲାଇଭ୍ ଡେସ୍କ : ୨୦୨୬ ମାଟ୍ରିକ୍ ପରୀକ୍ଷା ପାଇଁ ଆସନ୍ତାକାଲିଠୁ ଅନ୍‌ଲାଇନ୍‌ରେ ଫର୍ମ ପୂରଣ ଆରମ୍ଭ ହେବ । ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି ।  ଉଭୟ ରେଗୁଲାର ଓ ଏକ୍ସ ରେଗୁଲାର ଛାତ୍ରଛାତ୍ରୀ ଆସନ୍ତାକାଲି ଠାରୁ ଫର୍ମ ପୂରଣ କରି ପାରିବେ । ଫର୍ମ ପୂରଣର ଶେଷ ତାରିଖ ୨୨ ତାରିଖ ଧାର୍ଯ୍ୟ କରାଯାଇଛି । ଛାତ୍ରଛାତ୍ରୀ ବିଦ୍ୟାଳୟର ମୁଖ୍ୟଙ୍କ ମାଧ୍ୟମରେ ଅନ୍‌ଲାଇନ୍‌ରେ ଫର୍ମ ପୂରଣ କରିପାରିବେ ।

Hot this week

ମୋକିମଙ୍କୁ ବହିଷ୍କାର ଘଟଣାକୁ ନେଇ ମୁହଁ ଖୋଲିଛନ୍ତି : ନିରଞ୍ଜନ

ସମାଜ ଡିଜିଟାଲ ଡେସ୍କ: ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ କଂଗ୍ରେସ ପ୍ରାଥମିକ...

୪୮ ଘଣ୍ଟାରେ ୨୦୧ କିମି ଚାଲି ରେକର୍ଡ କଲେ ଓଡ଼ିଆ ପୁଅ ସୁମିତ

ସମାଜଲାଇଭ ଡେସ୍କ: ଦୃଢ଼ ସଙ୍କଳ୍ପ ଏବଂ ଇଚ୍ଛାଶକ୍ତି ମଣିଷକୁ ସଫଳତାର ମାର୍ଗ...

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

Related Articles

Popular Categories