www.samajalive.in
Sunday, December 14, 2025
26.1 C
Bhubaneswar

ଗାଡ଼ି ଚାଳନାବେଳେ ଫୋନରେ କଥା ହେଉଥିଲେ, ଭାରସାମ୍ୟ ହରାଇ ଗଛରେ ପିଟି ହୋଇଗଲା କାର

ହରଭଙ୍ଗା : ହରଭଙ୍ଗା ବ୍ଲକ ଖୋର୍ଦ୍ଧା-ବଲାଙ୍ଗୀର ୫୭ନମ୍ବର ଜାତୀୟ ରାଜପଥର ରାମ୍ଭିକଟା ନିକଟରେ ବୁଧୁବାର କାର ଦୁର୍ଘଟଣାରେ ପୁରୁଣାକଟକ ବଜାରର ବ୍ୟବସାୟୀ ଆନନ୍ଦ କୁମାର ଅଗ୍ରୱାଲା ଗୁତୁତର ଆହାତ ହୋଇଥିବା ଜଣାପଡିଛି।

ସୂଚନା ଅନୁସାରେ ଆଜି ସେ ପୁରୁଣାକଟକରୁ ନିଜ କିଆ କାର ଯୋଗେ ବୌଦ୍ଧ ଯାଉଥିଲେ। ଫୋନରେ କଥା ହେବା ସମୟରେ ତାଙ୍କ କାରଟି ଭାରସାମ୍ୟ ହରାଇ ରମ୍ଭିକଟା ନିକଟରେ ଏକ ଗଛରେ ବାଡେଇ ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏହି ଦୁର୍ଘଟଣାରେ ମୁଣ୍ଡରେ ଗଭୀର ଆଘାତ ଲାଗିଥିଲା। ଦୁର୍ଘଟଣା ସମୟରେ ତାଙ୍କ କାରର ବେଲୁନ ବାହାରିପଡ଼ିବାରୁ ଏକ ବଡ଼ ଦୁର୍ଘଟଣାରୁ ସେ ବର୍ତ୍ତିଯାଇଥିବା ଜଣାପଡିଛି।

Hot this week

କିସ୍‌ ଗସ୍ତ କରିବେ ଓଏସସିପିସିଆର

ସମାଜଲାଇଭ ଡେସ୍କ: କିସ୍‌ ଛାତ୍ର ମୃତ୍ୟୁ ଘଟଣାର ତଦନ୍ତ ପାଇଁ କିସ୍...

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

Related Articles

Popular Categories