www.samajalive.in
Tuesday, December 9, 2025
17.1 C
Bhubaneswar

ଗୁଳିବିନିମୟରେ ଆତଙ୍କବାଦୀ ନିହତ

ଶ୍ରୀନଗର : ଜାମ୍ମୁ-କାଶ୍ମୀରର ପୁଲୱାମା ଜିଲାରେ ବୁଧବାର ସୁରକ୍ଷାକର୍ମୀଙ୍କ ସହିତ ଗୁଳିବିନିମୟରେ ଜଣେ ଆତଙ୍କବାଦୀ ପ୍ରାଣ ହରାଇଛି। ପୁଲିସ କହିବା ଚକୂରା ଗ୍ରାମର ଲିଟେର ଅଞ୍ଚଳରେ ସୁରକ୍ଷାକର୍ମୀମାନେ ତଲାସ ଅଭିଯାନ ଚଳାଇଥିବାବେଳେ ଏହି ଗୁଳିବିନିମୟ ହୋଇଥଇଲା। ଏହି ଗୁଳିବିନିମୟ ସମୟରେ ସାଧାରଣ ଲୋକେ ସୁରକ୍ଷାକର୍ମୀଙ୍କୁ ବିରୋଧ କରିଥିଲେ। ଅନ୍ୟ ଏକ ଘଟଣାରେ ଆତଙ୍କବାଦୀମାନେ କୁଲଗାଓଁରେ ଥିବା ସିଆରପିଏଫର ଏକ ଶିବିର ଉପରକୁ ଗ୍ରେନେଡ ମାଡ କରିଛନ୍ତି। ଏଥିରେ ଜଣେ ଯବାନ ଆହତ ହୋଇଥିବାବେଳେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories