www.samajalive.in
Tuesday, December 9, 2025
23.1 C
Bhubaneswar

ଗ୍ୟାସ ସିଲିଣ୍ଡର ଫାଟି ଜଳିଗଲା ଚା ଦୋକାନ

ଜୟପୁର : ଜୟପୁର ଭାରତ ଗ୍ୟାସ୍‍ ନିକଟରେ ଥିବା ଚା ଦୋକାନରେ ଅଗ୍ନିକାଣ୍ଡ ଘଟିଛି। ଗ୍ୟସ୍‍ ସିଲିଣ୍ଡର ଫାଟି ଏହି ଅଗ୍ନିକାଣ୍ଡ ଘଟିଥିବା ଜଣାପଡିଛି। ଅଗ୍ନିକାଣ୍ଡ ଯୋଗୁଁ ଜୟପୁର ମଦୋଳା ସାହିରେ ବିଦ୍ୟୁତ ସରବରାହ ବନ୍ଦ କରିଦିଆଯାଇଛି।

Hot this week

ଶ୍ରୀଜଗନ୍ନାଥଙ୍କ ଦର୍ଶନ କଲେ ଭାରତୀୟ ଖେଳାଳି

ସମାଜ ଡିଜିଟାଲ ଡେସ୍କ: ମ୍ୟାଚ ପୂର୍ବରୁ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ...

ଦୁର୍ନୀତି : ବିକାଶରେ ବାଧା

ଦୁର୍ନୀତି ବିରୋଧରେ ଶୂନ୍ୟ ସହନଶୀଳତା ନୀତି ଆପଣା ଯାଉଛି। ମାତ୍ର ଭାରତ...

୨୦୨୬ରେ ଦୁଇ ଥର ଚଳନ କରିବେ ରାହୁ: ଏହି ରାଶିରେ ବର୍ଷିବ ଧନ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷ, ନୂଆ ଆଶା ନେଇ ଆସୁଛି...

ସେନସେକ୍ସ ୬୧୦ ପଏଣ୍ଟ ଓ ନିଫ୍ଟି ୨୨୬ ପଏଣ୍ଟ ହ୍ରାସ

ନୂଆଦିଲ୍ଲୀ : ଘରୋଇ ଇକ୍ୱିଟି ସୂଚକାଙ୍କ ସୋମବାର ହ୍ରାସ ପାଇଛି। ସୂଚକାଙ୍କଗୁଡ଼ିକ...

ବୁଧବାର ଭାରତ-ଆମେରିକା ଆଲୋଚନା

ନୂଆଦିଲ୍ଲୀ : ବୁଧବାର ପରବର୍ତ୍ତୀ ପର୍ଯ୍ୟାୟ ଭାରତ-ଆମେରିକା ମୁକ୍ତ ବାଣିଜ୍ୟ ଚୁକ୍ତି...

Related Articles

Popular Categories