www.samajalive.in
Tuesday, December 9, 2025
19.1 C
Bhubaneswar

ଛାତିରେ ଯନ୍ତ୍ରଣା ଅନୁଭବ କରିବା ପରେ ୧୩ ଛାତ୍ରୀ ମେଡିକାଲରେ ଭର୍ତ୍ତି

ବାଲେଶ୍ୱର : ଛାତିରେ ଯନ୍ତ୍ରଣା ଅନୁଭବ ହେବାରୁ ବୁଧବାର ପ୍ରାୟ ୧୩ ଛାତ୍ରୀ ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ଏଭଳି ଅଭାବନୀୟ ଘଟରା ବାଲେଶ୍ୱରର ବାହାନଗା ବ୍ଲକ୍‌ ନିଗମାନନ୍ଦ ସ୍ମୃତି ବିଦ୍ୟାପୀଠରେ ଘଟିଛି । ସମସ୍ତ ଅସୁସ୍ଥ ଛାତ୍ରୀଙ୍କୁ ଗୋପାଳପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିବା ବେଳେ ଜଣେ ଗୁରୁତର ଛାତ୍ରୀଙ୍କୁ ବାଲେଶ୍ୱର ସ୍ଥାନାନ୍ତର କରାଯାଇଛି । ଛାତ୍ରୀମାନେ ହଠାତ୍‌ ଏଭଳି ଅସୁସ୍ଥ ବେହାର କାରଣ ସ୍ପଷ୍ଟ ହୋଇନାହିଁ । ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଦେଖନ୍ତୁ ଛାତିଥରା ଭିଡିଓ ; ବାପା ଫୋନ୍‌ ଦେଖିବା ବେଳେ ଶିଶୁ ଉପରେ ମାଡିଗଲା କାର୍‌..

ଘର ଭିତରେ ଜୀଅନ୍ତା ଜଳିଗଲେ ଯୁବତୀ

- Advertisement -

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ୧୦୧ ରନ୍‌ରେ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories