www.samajalive.in
Monday, December 15, 2025
15.1 C
Bhubaneswar

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ ଜିତ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ପୂର୍ବରୁ ଖେଳାଯାଇଥିବା ୨ଟି ମ୍ୟାଚରେ ଉଭୟ ଦଳ ଗୋଟିଏ ଲେଖାଏ ମ୍ୟାଚ ଜିତି ସମାନ ସ୍ଥିତିରେ ରହିଛନ୍ତି। ୫ ମ୍ୟାଚ ବିଶିଷ୍ଟ ଏହି ସିରିଜର ୩ୟ ମ୍ୟାଚରେ ଯେଉଁ ଦଳ ବିଜୟୀ ହେବ ସେ ଆଗରେ ରହିବ। ତେଣୁ ଉଭୟ ଦଳ ଏହି ମ୍ୟାଚ ହାତେଇବାକୁ ପ୍ରାଣପ୍ରଣେ ଉଦ୍ୟମ କରିବେ।

ଟିମ ଇଣ୍ଡିଆର ଚୂଡ଼ାନ୍ତ ଏକାଦଶରେ ଅଭିଶେକ ଶର୍ମା, ଶୁବମନ ଗିଲ୍‌, ତିଳକ ବର୍ମା,  ସୂର୍ଯ୍ୟକୁମାର ଯାଦବ(ଅଧିନାୟକ), ହାର୍ଦ୍ଦିକ ପାଣ୍ଡ୍ୟା, ଶିବମ ଦୁବେ, ଜିତେଶ ଶର୍ମା, ହର୍ଶିତ ରାଣା, ବରୁଣ ଚକ୍ରବର୍ତ୍ତୀ, ଅର୍ଶଦୀପ ସିଂହ, କୁଳଦୀପ ଯାଦବ ରହିଛନ୍ତି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories