bjd gruha runa

ତୃତୀୟ ପର୍ଯ୍ୟାୟରେ ବହୁ ହେବିୱେଟଙ୍କ ଭାଗ୍ୟ ନିର୍ଦ୍ଧାରଣ

BJD Bijuli 480×75 Mob

ନୂଆଦିଲ୍ଲୀ: ଦେଶରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ଚାଲିଥିବା ବେଳେ ବହୁ ହେବିୱେଟ ନେତାଙ୍କ ଭାଗ୍ୟ ପରୀକ୍ଷା କରୁଛନ୍ତି ଭୋଟର। ବିଭିନ୍ନ ଦଳର ଟାଣୁଆ ନେତାଙ୍କ ମଧ୍ୟରେ ବିଜେପିର ହେବିୱେଟ କେନ୍ଦ୍ରଗୃହ ମନ୍ତ୍ରୀ ଅମିତ ଶାହା ଗାନ୍ଧୀନଗରରୁ ଲଢୁଥିବା ବେଳେ ପୋରବନ୍ଦରରେ ମନସୁଖ୍‌‌ ମାଣ୍ଡବୀୟ, କେନ୍ଦ୍ରମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ, କର୍ଣ୍ଣାଟକ ଧରୱାଡରେ କେନ୍ଦ୍ରମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀଙ୍କ ଭାଗ୍ୟ ନିର୍ଦ୍ଧାରଣ ହେଉଛି। ସେହିପରି ବିଦିଶାରୁ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହାନ, ପଶ୍ଚିମବଙ୍ଗର ବହରମପୁରରୁ କଂଗ୍ରେସ ନେତା ଅଧୀର ରଞ୍ଜନ ଚୌଧୁରୀ, ଶରଦ ପାୱାରଙ୍କ ଝିଅ ଏନସିପି ନେତ୍ରୀ ସୁପ୍ରିୟା ସୁଲେ, ସପା ମୁଖ୍ୟ ଅଖିଳେଶ ଯାଦବଙ୍କ ପତ୍ନୀ ଡିମ୍ପଲ ଯାଦବଙ୍କ ଭାଗ୍ୟ ପରୀକ୍ଷା କରିବେ ଭୋଟର।

Comments are closed.