www.samajalive.in
Friday, December 5, 2025
20.1 C
Bhubaneswar

ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ନବୀନଙ୍କୁ ଭେଟିଲେ​ ​ ବିରୋଧୀ ଦଳ ନେତା ନରସିଂହ ମିଶ୍ର

ନୂଆଦିଲ୍ଲୀ: ନୂଆଦିଲ୍ଲୀ  ଅବଦୁଲ କଲାମ ମାର୍ଗରେ ଥିବା ନବୀନ ପଟ୍ଟନାୟକଙ୍କ ବାସଭବନରେ ବିରୋଧୀ ଦଳ ନେତା ନରସିଂହ ମିଶ୍ର ସାକ୍ଷାତ କରିଛନ୍ତି । ଏହା ସୌଜନ୍ୟ ମୂଳକ ସାକ୍ଷାତ କାର ଥିଲା ବୋଲି ନରସିଂହ ପ୍ରତିକ୍ରିୟାରେ ପ୍ରକାଶ କରିଛନ୍ତି । ଦିଲ୍ଲୀରେ ହକି ଇଣ୍ଡିଆର ଜର୍ସି ଉନ୍ମୋଚନ କାର୍ଯ୍ୟକ୍ରମରେ  ମୁଖ୍ୟମନ୍ତ୍ରୀଙ୍କ ସହ ବିରୋଧୀ ଦଳ ନେତା ବି ସାମିଲ ହୋଇଥିଲେ।  ଓଡିଶା ୫ ବର୍ଷ ପାଇଁ ହକି ଇଣ୍ଡିଆର ପ୍ରାୟୋଜକ ହୋଇଛି।  ଏହି ଜର୍ସି ଉନ୍ମୋଚନ କାର୍ଯ୍ୟକ୍ରମରେ ବହୁ ନେତା ଓ ମନ୍ତ୍ରୀ ସାମିଲ ହୋଇଥିଲେ ।

ତେବେ ଏହାକୁ ନେଇ ରାଜନୈତିକ ମହଲରେ ବହୁ କଳ୍ପନା ଜଳ୍ପନା ଆରମ୍ଭ ହୋଇଥିଲା । ଏପରିକି କଂଗ୍ରେସ ନେତା ସୁର ରାଉତରାୟ ଏହାକୁ  ନେଇ ପ୍ରଶ୍ନ ଉଠାଇଥିଲେ । ଏପରେ ବିଜେପୁର ନିର୍ବାଚନ ଚାଲିଥିବା ବେଳେ ବିରୋଧିଦଳ ନେତା ମୁଖ୍ୟମନ୍ତ୍ରୀଙ୍କୁ ଭେଟୁଛନ୍ତି କହି ପ୍ରଶ୍ନ ଉଠାଇଥିଲେ ।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories