www.samajalive.in
Monday, December 15, 2025
26.1 C
Bhubaneswar

ଦିଲ୍ଲୀ ବିସ୍ଫୋରଣ : ଲାଲ୍ କାର୍‌କୁ ଖୋଜୁଛି ପୁଲିସ୍

ସମାଜ ଲାଇଭ୍ ଡେସ୍କ : ଦିଲ୍ଲୀ ବିସ୍ଫୋରଣ ଘଟଣାରେ ଲାଲ୍‌ ରଙ୍ଗର କାର୍‌ର ସଂପୃକ୍ତିକୁ ନେଇ ଆସିଲା ବଡ଼ ତଥ୍ୟ । ଏହାପରେ ଏହି ଲାଲ୍‌ ରଙ୍ଗର କାର୍‌କୁ ଖୋଜିବାକୁ ଆରମ୍ଭ କରିଛନ୍ତି ଦିଲ୍ଲି , ଉତ୍ତରପ୍ରଦେଶ ଓ ହରିୟାଣା ପୁଲିସ୍‌ । ଦିଲ୍ଲୀ ଲାଲକିଲ୍ଲା ନିକଟରେ ଆଇ-୨୦ କାର୍‌ରେ ଶକ୍ତିଶାଳୀ ବିସ୍ଫୋରଣ ଘଟଣାରେ ସନ୍ଦିଗ୍ଧର ଆଇ-୨୦ ସହ ଲାଲ୍ ରଙ୍ଗର ଇକୋସ୍ପୋର୍ଟ ଥିବା ସୂଚନା ମିଳିଛି । ଏହି ସୂଚନା ମିଳିବା ପରେ ଦିଲ୍ଳୀ ପୁଲିସ୍‌ର ୫ଟି ଦଳକୁ କାର୍ ଖୋଜିବା ପାଇଁ ଦାୟୀତ୍ଵ ଦିଆଯାଇଛି ।  ଦିଲ୍ଳୀର ସବୁ ​‌ଥାନା ଓ ଫାଣ୍ଡି ପକ୍ଷରୁ କାର୍‌ଟିକୁ ଖେଜା ଚାଲିଛି । ଦିଲ୍ଳୀ ସହ ଉତ୍ତରପ୍ରଦେଶ ଓ ହରିୟାଣା ପୁଲିସ୍‌କୁ ମଧ୍ୟ ହାଇ ଆଲର୍ଟ କରାଯାଇଛି ।

Hot this week

ମୋକିମଙ୍କୁ ବହିଷ୍କାର ଘଟଣାକୁ ନେଇ ମୁହଁ ଖୋଲିଛନ୍ତି : ନିରଞ୍ଜନ

ସମାଜ ଡିଜିଟାଲ ଡେସ୍କ: ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ କଂଗ୍ରେସ ପ୍ରାଥମିକ...

୪୮ ଘଣ୍ଟାରେ ୨୦୧ କିମି ଚାଲି ରେକର୍ଡ କଲେ ଓଡ଼ିଆ ପୁଅ ସୁମିତ

ସମାଜଲାଇଭ ଡେସ୍କ: ଦୃଢ଼ ସଙ୍କଳ୍ପ ଏବଂ ଇଚ୍ଛାଶକ୍ତି ମଣିଷକୁ ସଫଳତାର ମାର୍ଗ...

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

Related Articles

Popular Categories