www.samajalive.in
Saturday, December 6, 2025
26.1 C
Bhubaneswar

ଦୁର୍ଘଟଣାରେ ଜଣେ ମୃତ, କ୍ଷତିପୂରଣ ଦାବିରେ ରାସ୍ତାରୋକ

ଅନୁଗୁଳ: ଅନୁଗୁଳ ଜିଲା ବନ୍ତଳା ଥାନା ଅଧୀନ ଧୁକୁଟା ମନ୍ଦିର ନିକଟରେ ସଡ଼କ ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ଘଟିଛି। ସେ ଟେମ୍ପୋରେ ଯାଉଥିବା ବେଳେ ସେଥିରୁ ଖସି ପଡ଼ିଥିଲେ। ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ଘଟିଥିଲା। ମୃତକଙ୍କ ପରିବାରକୁ କ୍ଷତିପୂରଣ ଦାବିରେ ଅଞ୍ଚଳବାସୀ ରାସ୍ତାରୋକ କରିଛନ୍ତି।

Hot this week

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

Related Articles

Popular Categories