www.samajalive.in
Sunday, December 14, 2025
26.1 C
Bhubaneswar

ଦୁର୍ଘଟଣାରେ ୩ ଛାତ୍ର ମୃତ, ଜଣେ ଗୁରୁତର

କୋରାପୁଟ: ଆଜି ଅପରାହ୍ନ ପ୍ରାୟ ୫ଟାରେ ଜାତୀୟ ରାଜପଥ ୨୬ର କୋରାପୁଟ-ଜୟପୁର କଫି ବୋର୍ଡ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ କାରକୁ ଟିପ୍ପର ଧକ୍କା ଦେବାରୁ ୩ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଜଣେ ଗୁରୁତର ହୋଇଛନ୍ତି। ୩ ମୃତକ କୋରାପୁଟ କେନ୍ଦ୍ରୀୟ ବିଦ୍ୟାଳୟର ଛାତ୍ର ବୋଲି ଜଣାପଡ଼ିଛି। ଗୁରୁତର ଛାତ୍ରଙ୍କୁ କୋରାପୁଟ ମେଡିକାଲରେ ଭର୍ତ୍ତି କରାଯାଇଛି।

Hot this week

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

ନିତିନ ନବୀନ ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି

ନୂଆଦିଲ୍ଲୀ: ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି ଭାବରେ ନିତିନ ନବୀନ ମନୋନୀତ...

କିସ୍‌ ଗସ୍ତ କରିବେ ଓଏସସିପିସିଆର

ସମାଜଲାଇଭ ଡେସ୍କ: କିସ୍‌ ଛାତ୍ର ମୃତ୍ୟୁ ଘଟଣାର ତଦନ୍ତ ପାଇଁ କିସ୍...

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

Related Articles

Popular Categories