www.samajalive.in
Monday, December 15, 2025
15.1 C
Bhubaneswar

ଦୋଳ ପୂର୍ଣ୍ଣିମା

ପାଞ୍ଚଦିନ ପାଇଁ ସମାରୋହରେ ପଞ୍ଚଦୋଳ ପାଳିତ ହୋଇଥାଏ। ଭାରତର ବିଭିନ୍ନ ପ୍ରାନ୍ତରେ ଏହି ପର୍ବ ସମାରୋହରେ ପାଳିତ ହୋଇଆସୁଛି। ଫାଲଗୁନ୍ ଶୁକ୍ଳ ଦଶମୀ ତିଥିଠାରୁ ଦୋଳଯାତ୍ରା ସାଧାରଣତଃ ଆରମ୍ଭ ହୋଇଥାଏ। ଏହି ପର୍ବର ମୁଖ୍ୟ ଆରାଧ୍ୟ ଠାକୁର ଶ୍ରୀରାଧା ଓ କୃଷ୍ଣଙ୍କ ନିକଟ​‌େ​‌ର ଏହି ଦିନଠାରୁ ଅବିର ଅର୍ପଣ କରାଯାଇଥାଏ। ତେଣୁ ରାଧାକୃଷ୍ଣ ମନ୍ଦିର ସେହିଦିନଠାରୁ ଉତ୍ସବମୁଖର ହୋଇ ଉଠିଥାଏ। ଠାକୁର ବିମାନରେ ନଗର ପରିକ୍ରମା ସାରି, ଭୋଗ ଗ୍ରହଣ କରନ୍ତି। ଓଡ଼ିଶାରେ ଦୋଳପୂର୍ଣ୍ଣମୀ ଦିନ ଠାକୁରଙ୍କୁ ଦୋଳମଣ୍ଡପରେ ପୂଜାର୍ଚ୍ଚନା କରାଯିବା ପରେ ଆଗାମୀ ନୂତନ ବର୍ଷର ବାର୍ଷିକ ସାଧାରଣ ଫଳାଫଳର ସୂଚନା ପୁରୋହିତମାନେ ଦେଇଥାନ୍ତି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories