nua o banner

ପରିବାରକୁ ମୁଖ୍ୟମନ୍ତ୍ରୀଙ୍କ ୫ଲକ୍ଷ ଅନୁକମ୍ପା ରାଶି ଘୋଷଣା

BJD Bijuli 480×75 Mob
0

ଭୁବନେଶ୍ୱର: ଜଗତସିଂହପୁର ଜିଲାର ଏର୍ସମା ଅଞ୍ଚଳରେ ଜନୈକା ନାବାଳିକାକୁ ବଳାତ୍କାର ଓ ହତ୍ୟା ଅଭିଯୋଗ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଉଦ୍‌ବେଗ ପ୍ରକାଶ କରିଛନ୍ତି। ଘଟଣାକୁ ଦୃଢ଼ ନିନ୍ଦା କରିବା ସହିତ ଅପରାଧୀଙ୍କୁ ତୁରନ୍ତ ଗିରଫ କରି ସେମାନଙ୍କ ବିରୋଧରେ ଦୃଷ୍ଟାନ୍ତମୂଳକ କାର୍ୟ୍ୟାନୁଷ୍ଠାନ ପାଇଁ ସେ ନିର୍ଦେଶ ଦେଇଛନ୍ତି। ମୃତ ନାବାଳିକାଙ୍କ ପରିବାର ସଦସ୍ୟମାନଙ୍କ ପ୍ରତି ସେ ଗଭୀର ସମବେଦନା ପ୍ରକାଶ କରିବା ସହିତ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ୫ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି।

Leave A Reply