www.samajalive.in
Friday, December 5, 2025
20.1 C
Bhubaneswar

ପୂର୍ବତନ ମନ୍ତ୍ରୀ ପଦ୍ମିନୀ ଦିଆନ ଗୁରୁତର, ଜଣେ ମୃତ

ସମାଜ ଲାଇଭ୍‌ ବ୍ୟୁରୋ :  ଖାଦ୍ୟରେ ବିଷକ୍ରିୟା  ଯୋଗୁଁ ପୂର୍ବତନ ମନ୍ତ୍ରୀ ପଦ୍ମିନୀ ଦିଆନଙ୍କ ସମେତ ତାଙ୍କ ପରିବାରର ୪ ଜଣ ସଦସ୍ୟ ଗୁରୁତର ହୋଇଛନ୍ତି। ୨ ଜଣଙ୍କୁ  ଜୟପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ବେଳେ ସେଠାରେ ଡାକ୍ତର ଜଣଙ୍କୁ ମୃତ ଘୋଷଣା କରିଛନ୍ତି। ପଦ୍ମିନୀଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ବିଶାଖାପାଟଣା ସ୍ଥାନାନ୍ତର କରାଯାଇଛି ।

Hot this week

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

Related Articles

Popular Categories