BJD Bijuli 480×75 Mob

ପ୍ରେମୀଯୁଗଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

BJD Bijuli 480×75 Mob
0

ଝରିଗାଁ: ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ ବାଣୁଆଗୁଡ଼ା ପଞ୍ଚାୟତ ଦେଉଳକଣା ଗ୍ରାମ କାଜୁ ବଗିଚାରୁ ପ୍ରେମୀ ଯୁଗଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ମୃତକ ଦ୍ୱୟ ନାବାଳକ ଓ ନାବାଳିକା। ଝରିଗାଁ ପୁଲିସ ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଥିଲା। ପରେ ଦୁଇ ପରିବାରକୁ ମୃତଦେହ ହସ୍ତାନ୍ତର କରାଯାଇଛି। ପୁଲିସ ଘଟଣାର ତଦନ୍ତ ଚଳାଇଛି। ଉଭୟଙ୍କ ଭଲପାଇବାକୁ ପାରିବାରିକ ସ୍ୱୀକୃତି ନ ମିଳିବାରୁ ସେମାନେ ଆତ୍ମହତ୍ୟା କରିଥିବା କୁହାଯାଉଛି।

Leave A Reply