www.samajalive.in
Friday, December 5, 2025
26.1 C
Bhubaneswar

ବିଜେପି ସାଂସଦଙ୍କ ପାଦ ଧୂଆ ପାଣି ପିଇଲେ କର୍ମୀ

ଗୋଡ଼ଡା: ଝାଡ଼ଖଣ୍ଡ ଗୋଡ଼ଡ଼ା ଲୋକସଭା ସାଂସଦଙ୍କ ପାଦ ଧୂଆ ପାଣିକୁ ଜନୈକ କର୍ମୀ ପାନ କରିବାର ଭିଡିଓ ଟିଭି ଓ ସୋସିଆଲ ମିଡିଆରେ ଚର୍ଚ୍ଚାର କେନ୍ଦ୍ର ପାଲଟିଛି। ବିଜେପି ସାଂସଦ ନିଶିକାନ୍ତ ଦୁବେ ନାମକ ବିଜେପି ସାଂସଦ କର୍ମୀଙ୍କ ଏଭଳି କାର୍ଯ୍ୟପାଇଁ ମନା କରିବା ପରିବର୍ତ୍ତେ ନିଜ ଫେସବୁକ ଆକାଉଣ୍ଟରେ ଏହି ଫଟୋକୁ ସେୟାର କରିଛନ୍ତି। ଏଭଳି ଘଟଣାକୁ ନେଇ ସୋସିଆଲ ମିଡିଆରେ ବ୍ୟାପକ ସମାଲୋଚନା କରାଯାଉ ଥିବାବେଳେ ବିରୋଧୀ ମଧ୍ୟ ଏଥିରେ ସାମିଲ ହୋଇଛନ୍ତି।

Hot this week

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

Related Articles

Popular Categories