www.samajalive.in
Friday, December 5, 2025
20.1 C
Bhubaneswar

ମିଆଁମାର ହିରୋ ମହିଳା ଗୋଲଡ୍ କପ୍ ଫୁଟବଲ ଚମ୍ପିଆନ

ଭୁବନେଶ୍ବର : ମିଆଁମାର ପ୍ରଥମ ଚତୁଃରାଷ୍ଟ୍ରୀୟ ହିରୋ ମହିଳା ଗୋଲଡ୍ କପ୍ ଫୁଟବଲ ଚମ୍ପିଆନ ହୋଇଛି । ଭୁବନେଶ୍ବରର କଳିଙ୍ଗ ଷ୍ଟାଡିୟମରେ ଶୁକ୍ରବାର ଅନୁଷ୍ଠିତ ଫାଇନାଲ ମ୍ୟାଚରେ ମିଆଁମାର, ନେପାଳକୁ ୩-୧ରେ ପରାସ୍ତ କରି  ଚମ୍ପିଆନ ଆଖ୍ୟା ଅର୍ଜନ କରିଛି।

ଲିଗ୍ ପର୍ଯ୍ୟାୟରେ ତିନୋଟି ଯାକ ମ୍ୟାଚ ଜିତି ଅପରାଜିତ ଥିବା ମିଆଁମାର ଫାଇନାଲ ମ୍ୟାଚରେ ମଧ୍ୟ ଉନ୍ନତ ପ୍ରଦର୍ଶନ କରି ଟାଇଟଲ ହାସଲ କରିଛି।

Hot this week

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

Related Articles

Popular Categories