www.samajalive.in
Sunday, December 7, 2025
23.1 C
Bhubaneswar

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ କରିବା ମାମଲାରେ ଶନିବାର ପୁଲିସ ସମ୍ପର୍କୀୟ ଦାଦାକୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ଏରେଣ୍ଡ୍ରକ୍ଷ ଗ୍ରାମର ପି. ନାଲା ଦୋରା(୪୯)।

ସୂଚନା ଅନୁସାରେ, ଗତ ଅକ୍ଟୋବର ୩୧ ତାରିଖ ଦିନ ନାଲା ଦୋରା ଯୁବତୀଙ୍କର ଏକ ଗଛ ହାଣି ଦେଇଥିଳେ। ଯୁବତୀ ତାଙ୍କୁ ପଚାରିବାରୁ ସେ ଆକ୍ରମଣ କରିବା ସହିତ ଅସଦାଚରଣ କରିଥିବା ନେଇ ଥାନାରେ ଅଭିଯୋଗ ହୋଇଥିଲା। ପୁଲିସ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା।  ଶନିବାର ଗ୍ରାମରେ ନାଲା ଥିବା ଖବର ପାଇ ପୁଲିସ ଚଡାଉ କରି କାବୁ କରିବା ସହ ଅପରାହ୍ନରେ ଗିରଫ କରି କୋର୍ଟ ଚାଲାଣ କରିଥିବା ଥାନା ଅଧିକାରୀ ତଥା ଡ଼ିଏସପି ବିବେକାନନ୍ଦ ସ୍ୱାଇଁ ସୂଚନା ଦେଇଛନ୍ତି।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories