www.samajalive.in
Saturday, December 6, 2025
14.1 C
Bhubaneswar

ରାଉରକେଲା ଓମ୍ ଆପୋଲ ହସ୍ପିଟାଲରେ ଅଗ୍ନିକାଣ୍ଡ

ରାଉରକେଲା : ରାଉରକେଲା ସିଭିଲ ଟାଉନସିପ ସ୍ଥିତ ଓମ୍ ଆପୋଲ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟିଛି । ଆଜି ସକାଳେ ହସ୍ପିଟାଲର ୩ୟ ମହଲାର ଥିବା ଶିଶୁ ବିଭାଗରେ ନିଆଁ ଲାଗିଯାଇଥିଲା। ହସ୍ପିଟାଲ କର୍ତ୍ତୃପକ୍ଷ ତୁରନ୍ତ ନିଆଁକୁ ଆୟତ୍ତ କରିଥିଲେ ଏବଂ ଅଗ୍ନିକାଣ୍ଡରେ ଆହତ ଶିଶୁଙ୍କୁ ଅନ୍ୟ ଏକ ଘରୋଇ ନର୍ସିଂହୋମକୁ ସ୍ଥାନାନ୍ତର କରାଯାଇଛି । ଅଗ୍ନିକାଣ୍ଡରେ ୬ ଦିନର ଶିଶୁ ଗୁରୁତର ହୋଇଥିବା ଜଣାପଡିଛି । ତେବେ ଅଗ୍ନିକାଣ୍ଡର କାରଣ ଏଯାବତ୍ ଜଣାପଡିନାହିଁ । ହସ୍ପିଟାଲ ପରିସରରେ ପୁଲିସ ମୁତୟନ କରାଯାଇଛି ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories