www.samajalive.in
Monday, December 15, 2025
14.1 C
Bhubaneswar

ରାଜ୍ୟଗୋଷ୍ଠୀ କ୍ରୀଡ଼ା: ସୁଟିଂରେ ଭାରତକୁ ଆଉ ଏକ ସ୍ୱର୍ଣ୍ଣ

ଗୋଲ୍ଡ କୋଷ୍ଠ: ରାଜ୍ୟଗୋଷ୍ଠୀ କ୍ରୀଡ଼ାର ସପ୍ତମ ଦିନରେ ଭାରତକୁ ବନ୍ଧୁକ ଚାଳନାରେ ଆଉ ତିନିଟି ପଦକ ମିଳିଛି। ମହିଳା ଡବଲ୍‍ ଟ୍ରାପ୍‍ ବର୍ଗରେ ଶ୍ରେୟାଶି ସିଂହ ସ୍ୱର୍ଣ୍ଣପଦକ ଜିତିଥିବା ବେଳେ ପୁରୁଷ ୫୦ ମି ପିସ୍ତଲ୍‍ ପ୍ରତିଯୋଗିତାରେ ଓମ୍‍ ପ୍ରକାଶ ମିର୍ଥେଭାଲ୍‍ ଏବଂ ପୁରୁଷ ଡବଲ୍‍ ଟ୍ରାପ୍‍ରେ ଅଙ୍କୁର ମିତ୍ତଲ୍‍ କାଂସ୍ୟ ପଦକ ଜିତିଛନ୍ତି। ସପ୍ତମ ଦିବସରେ ଭାରତ ମୋଟ ୧୨ଟି ସ୍ୱର୍ଣ୍ଣ, ୪ଟି ରୌପ୍ୟ ଓ ୮ଟି କାଂସ୍ୟ ପଦକ ଜିତି ତାଲିକାର ତୃତୀୟ ସ୍ଥାନକୁ ଉନ୍ନୀତ ହୋଇଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories