www.samajalive.in
Sunday, December 14, 2025
23.1 C
Bhubaneswar

ରାଜ୍ୟ ମନ୍ତ୍ରୀମଣ୍ଡଳରେ ଅଦଳବଦଳ; ପୂର୍ତ୍ତ ଓ ଜଳ ସମ୍ପଦ ବିଭାଗ ଛାଡିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଜି ରାଜ୍ୟ ମନ୍ତ୍ରୀମଣ୍ଡଳରେ ଅଦଳବଦଳ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୂର୍ତ୍ତ ଓ ଜଳ ସମ୍ପଦ ବିଭାଗ ଦାୟିତ୍ଵ ଛାଡ଼ିଛନ୍ତି । ପ୍ରଫୁଲ୍ଲ ମଲ୍ଲିକଙ୍କୁ ଇସ୍ପାତ ଓ ଖଣି ବିଭାଗ ସହିତ ପୂର୍ତ୍ତ ବିଭାଗ ଦାୟିତ୍ୱ ମିଳିଛି । ସେହିପରି ନିରଞ୍ଜନ ପୂଜାରୀଙ୍କୁ ଜଳସମ୍ପଦ ବିଭାଗ ଦାୟିତ୍ଵ ଦିଆଯାଇଛି ।
ଶ୍ରମ ବିଭାଗ ସହିତ ଶକ୍ତି ବିଭାଗ ଦାୟିତ୍ଵ ମଧ୍ୟ ସଂଶାନ୍ତ ସିଂହଙ୍କୁ ମିଳିଛି । ନଗର ଉନ୍ନୟନ ବିଭାଗ ସହ ଜଳସମ୍ପଦ ବିଭାଗ ଦାୟିତ୍ୱରେ ରହିବେ ନିରଞ୍ଜନ । ଉଚ୍ଚ ଶିକ୍ଷା ବିଭାଗ ସହ ଶିଳ୍ପ ବିଭାଗ ଦାୟିତ୍ୱ ମଧ୍ୟ ତୁଲାଇବେ ଅନନ୍ତ ଦାସ । ସେହିପରି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସହ ଅତିରିକ୍ତ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଦାୟିତ୍ଵ ପ୍ରତାପ ଜେନାଙ୍କୁ ମିଳିଛି ।

Hot this week

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

Related Articles

Popular Categories