mission shakti banner

ରାମନବମୀ: ରାମମନ୍ଦିରରେ ଶ୍ରଦ୍ଧାଳୁଙ୍କ ଭିଡ଼

BSKY banner  750×100
0

ଭୁବନେଶ୍ୱର: ଆଜି ପ୍ରଭୁ ଶ୍ରୀରାମଙ୍କ ଜନ୍ମଦିନ। ରାମନବମୀ ଅବସରରେ ଭୁବନେଶ୍ୱରସ୍ଥିତ ରାମମନ୍ଦିରରେ ପ୍ରଭୁ ଶ୍ରୀରାମ, ସୀତା ଓ ଲକ୍ଷ୍ମଣଙ୍କ ସ୍ୱତନ୍ତ୍ର ବେଶ ଅନୁଷ୍ଠିତ ହୋଇଛି। ଏହି ପରିପ୍ରେକ୍ଷୀରେ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ଲାଗିଥିଲା। ଶ୍ରଦ୍ଧାଳୁମାନେ ଠାକୁରଙ୍କ ଦର୍ଶନ କରି ଆଶିଷ ଭିକ୍ଷା କରିଥିଲେ। ବ୍ୟାପକ ଭିଡ଼ ନେଇ ପୁଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କରାଯାଇଛି।

Leave A Reply