www.samajalive.in
Sunday, December 14, 2025
23.1 C
Bhubaneswar

ଶିଶୁକୁ ଚେଙ୍କ ଦିଆଯିବା ଅଭିଯୋଗ

ବାଲେଶ୍ବର: ବାହାନାଗା ବ୍ଲକରେ ଶିଶୁକୁ ଚେଙ୍କ ଦିଆଯାଇଥିବା ନେଇ ପୁଣି ଅଭିଯୋଗ ହୋଇଛି । ୮ ବର୍ଷ ଶିଶୁଟିର ଅଜା ଏହି ଅଭିଯୋଗ ଆଣିଛନ୍ତି । ଶିଶୁଟିର ନିଜ ବାପା ମା ନଥିବା ବେଳେ ଦେଢ ବର୍ଷ ହେବ ପିତଳପଦାର ଶ୍ରୀଧର ମଲ୍ଲିକ ଓ ମାମାନୁ ମଲ୍ଲିକ ପାଳୁଥିଲେ । ପାଳିତ ବାପା ମା ଶିଶୁଟିକୁ ଚେଙ୍କ ଦେଇଛନ୍ତି ବୋଲି ଶିଶୁଶିଯ ଅଜା ଅଭିଯୋଗ ଆଣିଛନ୍ତି । ଘଟଣାସ୍ଥଳରେ ଚାଇଲ୍ଡ ଲାଇନ୍ ପହଞ୍ଚି ଶିଶୁଟିକୁ ଉଦ୍ଧାର କରିଛି । ବର୍ତ୍ତମାନ ଶିଶୁଟି ଗୋପାଳପୁର ମେଡିକାଲରେ ଭର୍ତ୍ତି କରାଯାଇଛି ।

Hot this week

ଛଅଟି ଦେଶରେ ନବକଳେବର ଚଳଚ୍ଚିତ୍ର ପ୍ରଦର୍ଶିତ, ଭାବବିହ୍ୱଳ ଦର୍ଶକ

ଭୁବନେଶ୍ୱର: ନବକଳେବର ୬ଟି ଦେଶ (ଯୁଏସଏ, କାନାଡା, ଦକ୍ଷିଣ ଆଫ୍ରିକା, ଇଣ୍ଡୋନେସିଆ,...

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

Related Articles

Popular Categories