www.samajalive.in
Tuesday, December 9, 2025
16.1 C
Bhubaneswar

ସ୍କୁଲରେ ଶିକ୍ଷକ ଓ ଛାତ୍ରଙ୍କୁ ସୁରକ୍ଷା କର୍ମୀଙ୍କ ମାଡ ଅଭିଯୋଗ

ଯାଜପୁର: କଳିଙ୍ଗନଗର ଶିଳ୍ପାଞ୍ଚଳ ସ୍ଥିତ ଗୋବରଘାଟି ସରକାରୀ ଆବାସିକ ଆଦିବାସୀ ହାଇସ୍କୁଲରେ ଟାଟା କାରଖାନା ସୁରକ୍ଷା କର୍ମୀଙ୍କ ଉନ୍ମତ୍ତ କାଣ୍ଡ ଦେଖିବାକୁ ମିଳିଛି । ରାତି ଅଧରେ ସୁରକ୍ଷା କର୍ମୀମାନେ ଶିକ୍ଷକ ଓ ଛାତ୍ରଙ୍କ ଉପରେ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି । ଏହାକୁ ନେଇ ଟାଟା କାରଖାନା ଫାଟକ ସମ୍ମୁଖରେ ଆଜି ଉତ୍ତେଜନା ପ୍ରକାଶ ପାଇଛି। ପ୍ରତିବାଦରେ ଛାତ୍ରମାନେ ୫୩ନଂ ଜାତୀୟ ରାଜପଥ ଅବରୋଧ କରିବା ସହ ଅଭିଯୁକ୍ତଙ୍କ ଗିରଫ ଦାବିରେ କାରଖାନା ମୁଖ୍ୟ ଫାଟକ ଆଗରେ ଛାତ୍ର ଓ ସ୍ଥାନୀୟ ବାସିନ୍ଦା ଧାରଣାରେ ବସିଛନ୍ତି। ଘଟଣାସ୍ଥଳରେ ବ୍ୟାପକ ପୁଲିସ୍ ମୁତୟନ କରାଯାଇଛି ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories