www.samajalive.in
Monday, December 15, 2025
14.1 C
Bhubaneswar

୭ଦିନ ଗୁଡ଼ ଖାଇଲେ ମିଳିବ ଏହି ଲାଭ !

ଭାରତର ବିଭିନ୍ନ ପ୍ରାନ୍ତରେ ଶୀତଦିନେ ଲୋକେ ଗୁଡ଼ର ଉପଯୋଗ ଅଧିକ କରୁଥିବାର ଦେଖାଯାଏ। ତେବେ ବିଶେଷଜ୍ଞଙ୍କ ମତରେ ପ୍ରତ୍ୟେକ ଋତୁରେ ଗୁଡ଼ ସେବନ କରିବା ସ୍ବାସ୍ଥ୍ୟ ପାଇଁ ଖୁବ୍ ଉପକାରୀ।

ଆୟୁର୍ବେଦ ଅନୁସାରେ ସୁସ୍ଥ ରହିବା ନିମନ୍ତେ ଦୈନିକ ୨୦ ଗ୍ରାମ୍ ଗୁଡ଼ସେବନ କରିବା ଉଚିତ। ଏକ ପରୀକ୍ଷା ଅନୁସାରେ ନିୟମିତ ଭାବେ ୭ଦିନ ଭୋଜନ ପରେ ଗୁଡ଼ ଖାଇଲେ ହିଁ ଏହାର ଉତ୍ତମ ପ୍ରଭାବ ଶରୀରରେ ଆରମ୍ଭ ହୋଇଥାଏ।

- Advertisement -

ଭଲଭାବରେ ଜାଣି ରଖିବା ଉଚିତ ଯେ ଚିନି ଖାଇଲେ ଶରୀରରେ ଅମ୍ଳ ବୃଦ୍ଧି ହେବା ସହ ଏସିଡିଟି ରୋଗ ବଢ଼େ। ହେଲେ ଗୁଡ଼ ଖାଇବା ଦ୍ବାରା ଶରୀରରୁ ଅମ୍ଳ ସମ୍ପୂର୍ଣ୍ଣ ଭାବେ ଶେଷ ହୋଇଥାଏ।

୧ ସପ୍ତାହ ପର୍ୟ୍ୟନ୍ତ ଭୋଜନ ପରେ ଗୁଡ଼ ଖାଇଲେ ତ୍ବଚାରେ ବିଶେଷ ଚମକ ଆସିଥାଏ। ଯୁବତୀ ଓ ମହିଳାମାନେ ଏହା ଖାଇ ନିଜେ ପରୀକ୍ଷା କରିପାରିବେ।

ଗୁଡ଼ରେ ଥିବା କ୍ୟାଲସିୟମ୍ ଓ ଫସଫରସ୍ ହାଡ଼କୁ ମଜବୁତ୍ କରିଥାଏ।

ଦୁର୍ବଳ ଲାଗୁଥିଲେ ୧ ଚାମଚ ଗୁଡ଼ ଭୋଜନ ପରେ ଖାଆନ୍ତୁ। ୨-୩ ଦିନ ମଧ୍ୟରେ ଏହାର ପ୍ରଭାବ ଜାଣିପାରିବେ। ଗୁଡ଼ ଏକ ଶକ୍ତିବର୍ଦ୍ଧକ ଖାଦ୍ୟ।
ମାଇଗ୍ରେନ୍ ରୋଗୀ କିମ୍ବା ମୁଣ୍ଡ ନିୟମିତ ଭାବେ ବିନ୍ଧୁଥିଲେ, ଗୁଡ଼ ଖାଇଲେ ଏହାର ଭଲ ପ୍ରଭାବ ପଡ଼ିଥାଏ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories