୮୩ତମ ପୁଲିସ ପ୍ରତିଷ୍ଠା ଦିବସ ପାଳିତ

0

ଅନୁଗୁଳ: ସ୍ଥାନୀୟ ପିଟିସି ପଡ଼ିଆରେ ୮୩ତମ ପୁଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଛି। ଏଥିରେ ଡିଆଇଜି ନରସିଂହ ଭୋଳ ଯୋଗଦେଇ ପରେଡ ଅଭିବାଦନ ଗ୍ରହଣ କରିଥିଲେ। ଏହି ଅବସରରେ ୧୨ଜଣଙ୍କୁ ଉଲ୍ଲେଖନୀୟ ସେବା ପାଇଁ ସମ୍ବର୍ଦ୍ଧିତ କରାଯାଇଥିଲା। ଜିଲା ଏସ୍‌ପି ମିତ୍ରଭାନୁ ଉପସ୍ଥିତ ରହିଥିଲେ।

Leave A Reply