www.samajalive.in
Sunday, December 7, 2025
13.1 C
Bhubaneswar

ଦୁଇ ପରିଵାର ମଧ୍ୟରେ ମରଣାନ୍ତକ ଆକ୍ରମଣ ; ୪ ଆହତ

ବାଲୁଗାଁ : ଆଜି ସକାଳୁ ବାଣପୁର ଥାନା ଆୟତପୁର ରାଉଳିଆ ସାହିରେ ଏକ ଅଭାବନୀୟ ଘଟଣା ଘଟିଛି । ଦୁଇ ପରିବାର ମଧ୍ୟରେ ପୂର୍ବ ଶତ୍ରୁତାକୁ ନେଇ ଗଣ୍ଡଗୋଳ ହୋଇ ମରଣାନ୍ତକ ଆକ୍ରମଣ ହୋଇଛି। ଗୋଟିଏ ପରିବାରର ଅକ୍ଷୟ ସେଠୀ ଅନ୍ୟ ଏକ ପରିବାରର ୪ଜଣଙ୍କୁ ଏକ କଟୁରୀରେ ମରଣାନ୍ତକ ଆକ୍ରମଣ କରିଥିଲା । ସେଥିରେ ୩ଜଣ ବିଜୟ ସେଠୀ , ପ୍ରଭାତ ସେଠୀ , ଶଶୀକାନ୍ତ ସେଠୀ ଗୁରୁତର ହୋଇଛନ୍ତି।  ସେମାନଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ଭୁବନେଶ୍ବର ସ୍ଥାନାନ୍ତର କରାଯାଇଥିବା ବେଳେ ଅନ୍ୟ ଜଣେ ବାଣପୁରରେ ଚିକିତ୍ସା ହେଉଛନ୍ତି । ଘଟଣା ସ୍ଥଳରେ ପୁଲିସ ପହଞ୍ଚି ଅଭିଯୁକ୍ତ ଅକ୍ଷୟ ସେଠୀକୁ ଅଟକ ରଖି ତଦନ୍ତ ଚଳାଇଛି ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories