ବସ୍-ପିକଅପ୍ ମୁହାଁମୁହିଁ ଧକ୍କା: ୨୦ ଆହତ
ଫୁଲବାଣୀ : କନ୍ଧମାଳ ଜିଲ୍ଲା ଫୁଲବାଣୀ ଅଞ୍ଚଳରେ ଶନିବାର ସକାଳେ ସଦର ଥାନା ଅନ୍ତର୍ଗତ ବରପଦା ଶଙ୍ଖିକଟା ଶାଳ ବଣ ବୁଲାଣି ନିକଟରେ ଏକ ଯାତ୍ରୀବାହୀ ବସ୍ ସହିତ ଏକ ପିକଅପ୍ ଭ୍ୟାନ୍ ମୁହାଁମୁହିଁ ଧକ୍କା ହେବା ଫଳରେ ୨୦ ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ତିନି ଜଣ ଗୁରୁତର ଅଛନ୍ତି। ଗୁରୁତର ହୋଇଥିବା ୩ ଜଣ ବସ୍ର ହେଲପର୍ ସିବିର ପ୍ରଧାନ, ବିଗ୍ନେ ବେହେରା ଓ ପ୍ରତିମା ନାୟକ ବୋଲି ଜଣାପଡ଼ିଛି। ସୂଚନା ମୁତାବକ, … Continue reading ବସ୍-ପିକଅପ୍ ମୁହାଁମୁହିଁ ଧକ୍କା: ୨୦ ଆହତ
Copy and paste this URL into your WordPress site to embed
Copy and paste this code into your site to embed