www.samajalive.in
Saturday, December 6, 2025
26.1 C
Bhubaneswar

ରାଷ୍ଟ୍ରପତି ପ୍ରାର୍ଥିନୀ ଦ୍ରୌପଦୀ ମୁର୍ମୁଙ୍କୁ ବିଏସପିର ସମର୍ଥନ ଘୋଷଣା

ଲକ୍ଷ୍ମୌ : ବହୁଜନ ସମାଜ ପାର୍ଟିର ଅଧ୍ୟକ୍ଷା ମାୟାବତୀ ଶନିବାର ରାଜଧାନୀ ଲକ୍ଷ୍ମୌରେ ଏକ ସାମ୍ବାଦିକ ସମ୍ମିଳନୀ କରିଛନ୍ତି। ଏହି ସମୟରେ ମାୟାବତୀ କହିଛନ୍ତି, ଆଦିବାସୀ ସମାଜକୁ ଏକ ବିଶେଷ ଅଂଶ ଭାବରେ ବିବେଚନା କରି ରାଷ୍ଟ୍ରପତିଙ୍କ ପ୍ରାର୍ଥିନୀ ପାଇଁ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ କରିବାକୁ ଆମର ଦଳ ନିଷ୍ପତ୍ତି ନେଇଛି।
ସେ କହିଛନ୍ତି ଯେ ଆମର ନିଷ୍ପତ୍ତି ନା ବିଜେପି କିମ୍ବା ଏନଡିଏ କିମ୍ବା ବିରୋଧୀ ଦଳଙ୍କ ସମର୍ଥନରେ ନାହିଁ। ଆମର ଦଳ ଏବଂ ଆନ୍ଦୋଳନକୁ ଧ୍ୟାନରେ ରଖି ଆମେ ଏକ ଆଦିବାସୀ ସମାଜର ଜଣେ ଦକ୍ଷ ତଥା ପରିଶ୍ରମୀ ମହିଳାଙ୍କୁ ଦେଶର ରାଷ୍ଟ୍ରପତି କରିବା ସପକ୍ଷରେ ଅଛୁ।

Hot this week

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

Related Articles

Popular Categories