www.samajalive.in
Tuesday, December 9, 2025
15.1 C
Bhubaneswar

ଶ୍ଵଶୁର ଘରେ ତଣ୍ଟି କାଟିଲା ଜ୍ବାଇଁ

ଆନନ୍ଦପୁର : ଶ୍ଵଶୂର ଘରେ ତଣ୍ଟି କାଟିଲା ଜ୍ବାଇଁ। କେନ୍ଦୁଝର ଜିଲ୍ଲା ଆନନ୍ଦପୁର ମଚିନ୍ଦା ଗାଁରେ ଏଭଳି ଅଭାବନୀୟ ଘଟଣା ଘଟିଛି। ଶ୍ଵଶୁର ଘରେ ଥିବା ସମୟରେ ଜଣେ ଯୁବକ ନିଜ ତଣ୍ଟି କାଟି ଗୁରୁତର ହୋଇଛନ୍ତି। ନିଜ ପତ୍ନୀଙ୍କ ସହ ବଚସା ହେବା ପରେ ଯୁବକ ଜଣକ ଏଭଳି ଚରମ ପଦକ୍ଷେପ ନେଇଛନ୍ତି। ଗୁରୁତର ଯୁବକଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। ବର୍ତ୍ତମାନ୍ ପର୍ଯ୍ୟନ୍ତ ଗୁରୁତର ଯୁବକଙ୍କ ପରିଚୟ ମିଳିପାରିନଥିବାବେଳେ ପୁଲିସ୍‌ ଘଟଣାରେ ଅଧିକ ତଦନ୍ତ ଜାରି ରଖିଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories