www.samajalive.in
Monday, December 8, 2025
27.1 C
Bhubaneswar

ଅଗଷ୍ଟ ୨୭ରେ ଏଏସଓ ପରୀକ୍ଷା

ଭୁବନେଶ୍ୱର : ରାଜ୍ୟରେ ଲଗାଣ ବର୍ଷା ସହ ସୃଷ୍ଟି ହୋଇଥିବା ବନ୍ୟା ପରିସ୍ଥିତି ପାଇଁ ଘୁଞ୍ଚିଥିଲା ଏଏସଓ ପରୀକ୍ଷା। ଆସନ୍ତା ୨୭ ତାରିଖରେ ହେବ ଏଏସଓ ପରୀକ୍ଷା। ପୂର୍ବରୁ ୨୧ ତାରିଖରେ ହେବାକୁ ଥିବା ଲିଖିତ ଏଏସଓ ପରୀକ୍ଷା ୨୭ ତାରିଖରେ ହେବ। ଏନେଇ ଆଜି ଓପିଏସଇ ଅଧ୍ୟକ୍ଷଙ୍କ ପକ୍ଷରୁ ସୂଚନା ମିଳିଛି।
ସୂଚନା ଯୋଗ୍ୟ, ରାଜ୍ୟରେ ଲାଗି ରହିଥିବା ଲଗାଣ ବର୍ଷା ସହ ଉପୁଜିଥିବା ଜଟିଳ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି  ୨୧.୦୮.୨୦୨୨ ତାରିଖ ( ରବିବାର) ହେବାକୁ ଥିବା ଏ.ଏସ.ଓ ପରୀକ୍ଷାକୁ ଅଗଷ୍ଟ ୧୮ରେ ସ୍ଥଗିତ ରଖା ଯାଇଥିଲା।  ରବିବାର ନିର୍ଦ୍ଧାରିତ ଏଏସଓ ଲିଖିତ ପରୀକ୍ଷାକୁ ଅନ୍ୟାଦେଶ ପର୍ଯ୍ୟନ୍ତ ସ୍ଥଗିତ ରଖାଯାଇଥିଲା।  ପରୀକ୍ଷା ନେଇ ପରିବର୍ତ୍ତିତ କାର୍ଯ୍ୟସୂଚୀ ବିଜ୍ଞପ୍ତି ମାଧ୍ୟମରେ ସଭିଁଙ୍କୁ ଜଣାଯିବ। ନେଇ  ଲୋକ ସେବା ଆୟୋଗ ପକ୍ଷରୁ ସୂଚନା ମିଳିଥିଲା।

Hot this week

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

Related Articles

Popular Categories