www.samajalive.in
Friday, December 5, 2025
20.1 C
Bhubaneswar

ଭିଜିଲାନ୍ସ ଜାଲରେ ତହସିଲ୍‍ କାର୍ଯ୍ୟାଳୟର ସେକ୍ସନ ଅଫିସର

ବଲାଙ୍ଗୀର : ପୁଣି ଭିଜିଲାନ୍ସ ଜାଲରେ ଆଉ ଜଣେ ଅଧିକାରୀ । ଶୁକ୍ରବାର ୧୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରାପଡିଲେ ବେଲପଡା ତହସିଲ୍‍ ଅଫିସର ସେକ୍ସନ ଅଫିସର ଯୁଗଳ ରାଉତ । ଜମି ମ୍ୟୁଟେସନ ପାଇଁ ଲାଞ୍ଚ ନେବା ବେଳେ ଧରିଲା ଭିଜିଲାନ୍ସ । ଯୁଗଳଙ୍କ କାର୍ଯ୍ୟାଳୟ ଓ ପାଟଣାଗଡ ଘରେ ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଛି । ଚଢାଉ ଜାରି ରହିଥିବାରୁ ଅଧିକ ଖବର ହସ୍ତଗତ ହୋଇ ପାରି ନାହିଁ ।

Hot this week

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

Related Articles

Popular Categories