www.samajalive.in
Monday, December 8, 2025
20.1 C
Bhubaneswar

ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୧ ଆକ୍ରାନ୍ତ

ଭୁବନେଶ୍ୱର : ରାଜ୍ୟରେ ଦିନକରେ ଆଉ ୧୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଜନ୍ମରୁ ୧୮ ବର୍ଷ ମଧ୍ୟରେ ଜଣେ ସଙ୍ଗରୋଧରୁ ୭ ଓ ସ୍ଥାନୀୟ ୪।ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୭,୮୮୫କୁ ବୃଦ୍ଧି ପାଇଛି। ୧୨,୭୮,୫୮୮ ମୋଟ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୨୨ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି।

- Advertisement -


ସାତ ଜିଲାରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ବଲାଙ୍ଗୀରରୁ ୨,ଗଜପତି ୧, କେନ୍ଦ୍ରାପଡା ୧, ଖୋର୍ଦ୍ଧା ୩, ପୁରୀ ୧, ସମ୍ବଲପୁର ୨, ସୁନ୍ଦରଗଡରୁ ୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Hot this week

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

Related Articles

Popular Categories