www.samajalive.in
Saturday, December 6, 2025
14.1 C
Bhubaneswar

ମାର୍ଚ୍ଚ ୨୮ରୁ ଖୋଲିବ ଅଙ୍ଗନୱାଡି

ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ସହ ରାଜ୍ୟରେ ବିଶ୍ୱ ବିଦ୍ୟାଳୟ,ମହାବିଦ୍ୟାଳୟ,ବିଦ୍ୟାଳୟ ଖୋଲି ସାରିଛି। ମାର୍ଚ୍ଚ ୨୮ ତାରିଖରୁ ରାଜ୍ୟରେ ସମସ୍ତ ଅଙ୍ଗନୱାଡି କେନ୍ଦ୍ର ଖୋଲାଯିବ। ଏନେଇ ସରକାରଙ୍କ ପକ୍ଷରୁ ଏସଓପି ଜାରି କରାଯାଇଛି। ସକାଳ ୭ଟା୩୦ରୁ ୯ଟା ୩୦ ପର୍ଯ୍ୟନ୍ତ ଖୋଲା ରହିବ ଅଙ୍ଗନୱାଡି । ଏହାସହ କୌଣସି ଅଞ୍ଚଳରେ କିଛି ସମସ୍ୟା ଥିଲେ ସ୍ଥାନୀୟ ପ୍ରଶାସନ ନିଷ୍ପତ୍ତି ନେବେ। ସମସ୍ତ ଅଙ୍ଗନୱାଡି କର୍ମୀ ସମ୍ପୂର୍ଣ୍ଣ କୋଭିଡ ଟିକା ନେଇଥିବା ବାଧ୍ୟତାମୂଳକ। ଯଦି କେହି ଉଦ୍ଦେଶ୍ୟମୂଳକ ଭାବେ ଟିକା ନେଇ ନଥାଆନ୍ତି ସେମାନଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories