www.samajalive.in
Monday, December 8, 2025
13.1 C
Bhubaneswar

ସୂର୍ଯ୍ୟାସ୍ତ ପରେ ଏହି କାମ କଲେ ହୁଏ ନାହିଁ ଧନର ଅଭାବ

ହିନ୍ଦୁ ଧର୍ମରେ ସୂର୍ଯ୍ୟଦେବଙ୍କୁ ପଜାର୍ଚ୍ଚନା କରିବା ଦ୍ୱାରା ଖୁବ ଶୁଭଫଳ ପ୍ରାପ୍ତି ହୋଇଥାଏ ବୋଲି ମାନ୍ୟତା ରହିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ସୂର୍ଯ୍ୟାସ୍ତ ପରେ ଏପରି କିଛି କାର୍ଯ୍ୟ ରହିଛି ଯାହାକୁ କରିବା ଦ୍ୱାରା ଘରେ ସର୍ବଦା ମା’ଲକ୍ଷ୍ମୀ ବାସ କରିବେ। ମା’ଙ୍କ କୃପା ସର୍ବଦା ମିଳିବା ସହ ଧନସମ୍ପତ୍ତି ବୃଦ୍ଧି ହେବ।
ନିୟମିତ ସନ୍ଧ୍ୟାରେ ମା’ବୃନ୍ଦାବତୀଙ୍କ ନିକଟରେ ଘିଅର ଦୀପ ଲଗାନ୍ତୁ।
ପୂଜାକକ୍ଷରେ ମଧ୍ୟ ଦୀପ ଲଗାନ୍ତୁ।
ସୂର୍ଯ୍ୟାସ୍ତ ସମୟରେ ସୂର୍ଯ୍ୟଦେବଙ୍କୁ ପ୍ରଣାମ କରନ୍ତୁ।
ବାହାରୁ ଘରକୁ ଫେରିବା ସମୟରେ ଖାଲି ହାତରେ ଫେରନ୍ତୁ ନାହିଁ। ସାଙ୍ଗରେ ଯେକୌଣସି ଜିନିଷ ନେଇ ଘରକୁ ଆସନ୍ତୁ।
ବାସ୍ତୁ ଅନୁଯାୟୀ, ସୂର୍ୟ୍ୟୋସ୍ତ ପରେ କଦାପି ଲୁଣ ମାଗି କରି ଆଣନ୍ତୁ ନାହିଁ। କିମ୍ବା ଦିଅନ୍ତୁ ନାହିଁ। ଏହାଦ୍ୱାରା ଘରୁ ସୁଖସମୃଦ୍ଧି ଦୂରେଇ ଯାଏ।

Hot this week

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

ଯାତ୍ରୀଙ୍କୁ ଟିକଟ ଅର୍ଥ ଫେରାଇଲା ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନ ଉଡାଣ ବାତିଲ ବାବଦକୁ ଇଣ୍ଡିଗୋ ଏୟାର ଲାଇନ୍ସ...

ଅଡ଼ୁଆରେ ପ୍ରଫୁଲ୍ଲ, ରାଜନୈତିକ ଭବିଷ୍ୟତ ନେଇ କଳ୍ପନାଜଳ୍ପନା

ଭୁବନେଶ୍ବର : ଦୁଇପୁଅ ପଦ୍ମ ଧରିବା ପରେ ପୂର୍ବତନ ମନ୍ତ୍ରୀ ତଥା...

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

Related Articles

Popular Categories