www.samajalive.in
Saturday, December 6, 2025
26.1 C
Bhubaneswar

ଓସିଏସ-୨୦୨୧ ରେଜଲ୍ଟ ଉପରେ ଅଙ୍କୁଶ ଲଗାଇଲେ ହାଇକୋର୍ଟ

ଭୁବନେଶ୍ୱର : ଓଡିଶା ସିଭିଲ୍‌‌ ସର୍ଭିସ (ଓସିଏସ) ୨୦୨୧ ପରୀକ୍ଷାଫଳ ଉପରେ ମଙ୍ଗଳବାର ଅନ୍ତରୀଣ ଅଙ୍କୁଶ ଲଗାଇଛନ୍ତି ହାଇକୋର୍ଟ। ବିନା ଅନୁମତିରେ ଫଳ ପ୍ରକାଶ ନକରିବାକୁ ଓପିଏସସିକୁ ନିର୍ଦ୍ଦେଶ ଦିଆଯାଇଛି। ଚୟନ ପ୍ରକ୍ରିୟା ଜାରି ରହିଲେ ମଧ୍ୟ ଫଳ ପ୍ରକାଶ ନକରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଜଣେ ଦିବ୍ୟାଙ୍ଗ ପ୍ରାର୍ଥୀଙ୍କ ଆବେଦନକୁ ଗ୍ରହଣ କରି ହାଇକୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତା ସେପ୍ଟେମ୍ବର ପ୍ରଥମ ସପ୍ତାହରେ ଏହି ମାମଲାର ପରବର୍ତ୍ତୀ ଶୁଣାଣି ହେବ।

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories