www.samajalive.in
Sunday, December 7, 2025
14.1 C
Bhubaneswar

ଭୁବନେଶ୍ୱରରେ ପହଞ୍ଚି ଗାଡକଣ ଗସ୍ତରେ ପ୍ରଧାନମନ୍ତ୍ରୀ..

ଭୁବନେଶ୍ୱର : ଦିନିକିଆ ଓଡିଶା ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ମୋଦୀଙ୍କ ଜନ୍ମ ଦିନ ଅବସରରେ ଜନତା ମଇଦାନରେ ଆୟୋଜିତ ହେବାକୁ ଥିବା କାର୍ଯ୍ୟ କ୍ରମରେ ଯୋଗ ଦେବା ସହ ‘ସୁଭଦ୍ରା’ ଯୋଜନାର ଶୁଭାରମ୍ଭ କରିବେ । ୧୦ଟା ୫୦ରେ ପ୍ରଧାନମନ୍ତ୍ରୀ ସ୍ୱତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚି ସାରିଛନ୍ତି । ଭୁବନେଶ୍ୱର ଏୟାରପୋର୍ଟରୁ ବାହାରି ଗାଡକଣ ଯାଉଛନ୍ତି ପ୍ରଧାନମନ୍ତ୍ରୀ ।

ରାଜ୍ୟ ସରକାରଙ୍କ ବହୁ ପ୍ରତୀକ୍ଷିତ ‘ସୁଭଦ୍ରା’ ଯୋଜନା ଆଜି (ମଙ୍ଗଳବାର) ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ବାରା ଶୁଭାରମ୍ଭ ହେବ। ପ୍ରଧାନମନ୍ତ୍ରୀ ନିଜ ଜନ୍ମଦିନରେ ଏହି ଯୋଜନାର ଶୁଭାରମ୍ଭ କରି ପ୍ରାୟ ୧୦ଲକ୍ଷ ମହିଳା ହିତାଧିକାରୀଙ୍କୁ ୫ହଜାର ଲେଖାଏଁ ଟଙ୍କା ପ୍ରଦାନ କରିବେ। ପ୍ରତ୍ୟେକ ଯୋଗ୍ୟ ସୁଭଦ୍ରା ହିତାଧିକାରୀ ପ୍ରଥମ କିସ୍ତିରେ ୫ ହଜାର ଟଙ୍କା ପାଇବେ।

Hot this week

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

ଜାନୁଆରୀ ୨୦ରେ ଓଏସ୍‌ଏସ୍‌ଟିଇଟି

କଟକ: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ...

ସୁନା ଲିଜ୍‌ ବା ଭଡା ଦେଇ ରୋଜଗାର

ନୂଆଦିଲ୍ଲୀ - ଅନେକ ଲୋକ ଗୋଲ୍ଡ ବଣ୍ଡ ସହ ସୁନାରେ ଟଙ୍କା...

‘ବାବୁଜୀ ଥିଲେ ଉତ୍କଳମଣିଙ୍କ ଐତିହ୍ୟର ଅନିର୍ବାଣ ଶିଖା’

କଟକ:‘ସମାଜ’ ହେଉଛି ଖବରକାଗଜର ପ୍ରତିନାମ। ‘ସମାଜ’ର ଏପରି ସୁନାମ ପଛରେ ପଣ୍ଡିତ...

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

Related Articles

Popular Categories