www.samajalive.in
Sunday, December 7, 2025
14.1 C
Bhubaneswar

ସୌମ୍ୟ ରଞ୍ଜନ, ସୁଧାଂଶୁ ବିଜେଡିରୁ ବହିଷ୍କୃତ

ଭୁବନେଶ୍ୱର : ଖଣ୍ଡପଡା ବିଧାୟକ ସୌମ୍ୟ ରଞ୍ଜନ ପଟ୍ଟନାୟକ ଓ ରେମୁଣା ବିଧାୟକ ସୁଧାଂଶୁ ପରିଡାଙ୍କୁ ଗୁରୁବାର ବିଜେଡିରୁ ବହିଷ୍କୃତ କରାଯାଇଛି। ୨ ବିଧାୟକଙ୍କୁ ବିଜେଡିରୁ ବହିଷ୍କୃତ କରାଯାଇଛି। ଜନ ବିରୋଧୀ କାର୍ଯ୍ୟ ପାଇଁ ଦଳରୁ ବହିଷ୍କୃତ କରାଯାଇଛି ବୋଲି ଜଣାପଡିଛି। ଏହାସହ ସୌମ୍ୟ ରଞ୍ଜନଙ୍କ ବିରୋଧରେ ଅର୍ଥନୈତିକ ଅପରାଧ ଶାଖା(ଇଓଡବ୍ଲ୍ୟୁ)ରେ ମାମଲା ରୁଜୁ ହୋଇଛି। ଏହାସହ ବ୍ୟାଙ୍କ ସ୍କାମ ଅଭିଯୋଗ ମଧ୍ୟ ରହିଛି।

୨ ବିଧାୟକଙ୍କୁ ବହିଷ୍କାର କରିଛନ୍ତି ବିଜେଡି ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏନେଇ ନିଜେ ବିଜେଡି ସୁପ୍ରିମୋ ସାମ୍ବାଦିକ ସମ୍ମିଳନୀ ଯୋଗେ ଜଣାଇଛନ୍ତି।
ସୂଚନା ଯୋଗ୍ୟ, ସେପ୍ଟେମ୍ବର ୧୨ରେ ବିଜେଡି ଉପସଭାପତି ପଦରୁ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କୁ ବହିଷ୍କୃତ ହେବାର ଘୋଷଣା ନାମାରେ ମୁଖ୍ୟମନ୍ତ୍ରୀଙ୍କ ଦସ୍ତଖତକୁ ନେଇ ସୌମ୍ୟ ପ୍ରଶ୍ନ କରିଥିଲେ। ଏହାର ଉତ୍ତରରେ ବିଜେଡି ସୁପ୍ରିମୋ ନିଜେ ୨ ବିଧାୟକଙ୍କ ବହିଷ୍କୃତ ବିଷୟରେ ସାମ୍ବଦିକ ସମ୍ମିଳନୀ ଯୋଗେ ସୂଚନା ଦେଇଛନ୍ତି ବୋଲି ଜନସାଧାରଣରେ ମତ ପ୍ରକାଶ ପାଇଛି।

Hot this week

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

Related Articles

Popular Categories