www.samajalive.in
Saturday, December 6, 2025
16.1 C
Bhubaneswar

ମାନସିକ ଶାନ୍ତି ନଥିଲେ ଜଣେ ପ୍ରକୃତ ଶାନ୍ତି ପାଇବ ନାହିଁ – ରାଷ୍ଟ୍ରପତି

ଭୁବନେଶ୍ୱର : ଭୁବନେଶ୍ୱର ତମାଣ୍ଡୋରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କାର୍ଯ୍ୟକ୍ରମରେ ଯୋଗ ଦେବା ସହ ଦଶବାଟିଆସ୍ଥିତ ବ୍ରହ୍ମାକୁମାରୀ ସେଣ୍ଟରର ଲାଇଟ୍‌‌ ହାଉସ କମ୍ପେକ୍ସର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏହି ଅବସରରେ ରାଷ୍ଟ୍ରପତି ଅଭିଭାଷଣ ଦେଇ କହିଛନ୍ତି, ମାନସିକ ଶାନ୍ତି ନଥିଲେ,ଜଣେ ପ୍ରକୃତ ଶାନ୍ତି ପାଇବ ନାହିଁ।  ଓଡିଶା ସହ ବ୍ରହ୍ମାକୁମାରୀ ସଂସ୍ଥାର ଆଧ୍ୟାତ୍ମିକ ସମ୍ପର୍କ ରହିଛି। ପରିବର୍ତ୍ତନ ହେଉଛି,ଏକମାତ୍ର ଅପରିବର୍ତ୍ତନୀୟ ପ୍ରକିୟା। ସବୁ ସମାଜରେ ସବୁ ସମୟରେ କିଛି ନା କିଛି ପରିବର୍ତ୍ତନ ହେଉଛି।

ରାଷ୍ଟ୍ରପତି ନିଜ ବକ୍ତବ୍ୟରେ କହିଛନ୍ତି ,ପରିବର୍ତ୍ତନ ହିଁ ସତ୍ୟ। ସ୍ରୋତ ପରି ସମୟ ମଧ୍ୟ ଦ୍ରୁତ ପରିବର୍ତ୍ତନଶୀଳ। ସମୟ ଆପେ ଆପେ ବଦଳେ ନା ମଣିଷ ତାକୁ ବଦଳାଏ। ବ୍ରହ୍ମାକୁମାରୀ ସଂସ୍ଥାର ବିଚାର-ବ୍ୟକ୍ତି ବଦଳିଲେ ସମାଜ ବଦଳିବ।  ଆତ୍ମଚିନ୍ତନ ଅଭାବରୁ ହିଁ ଆମେ ନକରାତ୍ମକର ଶିକାର ହେଉଛୁ। ମାନସିକ ଯଶ,କ୍ଷମତା ପଛରେ ଦଉଡି ଦଉଡି ମଣିଷ ଆଜି କ୍ଲାନ୍ତ ବୋଲି ରାଷ୍ଟ୍ରପତି କହିଛନ୍ତି।

- Advertisement -

 

Hot this week

ଖଣି ଅଧିକାରୀଙ୍କ ଠାରୁ ୩ଟ୍ରକ ଛଡାଇ ନେଲେ ମାଫିଆ

ସୋର: ଖଣି ବିଭାଗ ଠାରୁ ଛଡାଇ ନେଲେ ତିନି ଟ୍ରକ ।...

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

Related Articles

Popular Categories