ଭିଜିଲାନ୍ସ ଜାଲରେ ଫସିଲେ ବ୍ରହ୍ମପୁର ଆର୍‌ ଆଣ୍ଡ ବିର ସହକାରୀ ନିର୍ବାହୀ ଯନ୍ତ୍ରୀ

ଭୁବନେଶ୍ୱର : ଭିଜିଲାନ୍ସ ଜାଲରେ ଫସିଲେ ବ୍ରହ୍ମପୁର ଆର୍‌ ଆଣ୍ଡ ବିର ସହକାରୀ ନିର୍ବାହୀ ଯନ୍ତ୍ରୀ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସହକାରୀ ନିର୍ବାହୀ ଯନ୍ତ୍ରୀ ଏନ୍‌.ଦିଲ୍ଲୀପ ଚୌଧୁରୀଙ୍କ ଘରେ ଶନିବାର ଭିଜିଲାନ୍ସ ଟିମ୍‌ ଚଢାଉ କରିଛି। ବ୍ରହ୍ମପୁର ଓ ଭୁବନେଶ୍ୱର ସମତେ ଏକକାଳୀନ ୪ଟି ସ୍ଥାନରେ ଭିଜିଲାନ୍ସ ଟିମ୍‌ ଚଢାଉ ଜାରି ରଖିଛି । ବ୍ରହ୍ମପୁର ରାସ୍ତା ଓ କୋଠାବାଡ଼ି ଡିଭିଜନ ସହକାରୀ ନିର୍ବାହୀ ଯନ୍ତ୍ରୀ ଏନ୍‌.ଦିଲ୍ଲୀପ ଚୌଧୁରୀଙ୍କ କାର୍ଯ୍ୟାଳୟ ଓ ଘରେ ଭିଜିଲାନ୍ସ … Continue reading ଭିଜିଲାନ୍ସ ଜାଲରେ ଫସିଲେ ବ୍ରହ୍ମପୁର ଆର୍‌ ଆଣ୍ଡ ବିର ସହକାରୀ ନିର୍ବାହୀ ଯନ୍ତ୍ରୀ