www.samajalive.in
Friday, December 5, 2025
26.1 C
Bhubaneswar

ଭୁବନେଶ୍ୱରରେ ଭାରତୀୟ ହକି ଟିମ୍‌

ଭୁବନେଶ୍ୱର: ଭୁବନେଶ୍ୱରରେ ପହଞ୍ଚିଲେ ଭାରତୀୟ ହକି ଟିମ୍‌ ସଦସ୍ୟ । ପ୍ୟାରିସ ଅଲିମ୍ପିକ ବ୍ରୋଞ୍ଜ ବିଜୟୀ ହକି ଟିମ୍‌ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚି ସାରିଛନ୍ତି। ବିମାନବନ୍ଦରରେ ହକି ଟିମକୁ ବିପୁଳ ସ୍ୱାଗତ ସମ୍ବର୍ଦ୍ଧନା ଜଣାଯାଇଛି। ବିମାନବନ୍ଦରରୁ ରୋଡ୍‌ ଶୋ’ରେ ହକି ହିରୋ ଯାଇଛନ୍ତି। ଅପରାହ୍ଣରେ ରାଜ୍ୟ ସରକାରଙ୍କ ପକ୍ଷରୁ ହକି ଟିମଙ୍କୁ ଭବ୍ୟ ସମ୍ବର୍ଦ୍ଧନା ପ୍ରଦାନ ପାଇଁ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ।

ଲୋକସେବା ଭବନ କନଭେନ୍‌ସନ୍‌ ସେଣ୍ଟର ଠାରେ ହକି ଟିମ୍‌ର କ୍ରୀଡ଼ାବିତମାନଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଦ୍ୱାରା ସମ୍ବର୍ଦ୍ଧିତ କରାଯିବାର କାର୍ଯ୍ୟକ୍ରମ ରହିଛି ।

ଭିଡିଓରେ ଦେଖନ୍ତୁ; ବନ୍ଦେ ଭାରତ ଏକ୍ସପ୍ରେସରେ ଡାଲିରୁ ବାହାରିଲା ମଲା ଅସରପା..

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories