ଭୁବନେଶ୍ୱର: ଭୁବନେଶ୍ୱରରେ ପହଞ୍ଚିଲେ ଭାରତୀୟ ହକି ଟିମ୍ ସଦସ୍ୟ । ପ୍ୟାରିସ ଅଲିମ୍ପିକ ବ୍ରୋଞ୍ଜ ବିଜୟୀ ହକି ଟିମ୍ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚି ସାରିଛନ୍ତି। ବିମାନବନ୍ଦରରେ ହକି ଟିମକୁ ବିପୁଳ ସ୍ୱାଗତ ସମ୍ବର୍ଦ୍ଧନା ଜଣାଯାଇଛି। ବିମାନବନ୍ଦରରୁ ରୋଡ୍ ଶୋ’ରେ ହକି ହିରୋ ଯାଇଛନ୍ତି। ଅପରାହ୍ଣରେ ରାଜ୍ୟ ସରକାରଙ୍କ ପକ୍ଷରୁ ହକି ଟିମଙ୍କୁ ଭବ୍ୟ ସମ୍ବର୍ଦ୍ଧନା ପ୍ରଦାନ ପାଇଁ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଲୋକସେବା ଭବନ କନଭେନ୍ସନ୍ ସେଣ୍ଟର ଠାରେ ହକି ଟିମ୍ର କ୍ରୀଡ଼ାବିତମାନଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ … Continue reading ଭୁବନେଶ୍ୱରରେ ଭାରତୀୟ ହକି ଟିମ୍
Copy and paste this URL into your WordPress site to embed
Copy and paste this code into your site to embed